fbpx

ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ

ଭୁବନେଶ୍ୱର,୭ ।୨(ଓଡିଶା ଭାସ୍କର): ଲୋକସେବା ଭବନରେ ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ ହୋଇଛି । ବୈଠକରେ ୨୦୨୦-୨୧ ବର୍ଷର ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ମନ୍ତ୍ରୀ ପରିଷଦ ବୈଠକ ପରେ କ୍ୟାବିନେଟ୍ ବୈଠକ ଆରମ୍ଭ ହେବ । ସେହିପରି କ୍ୟାବିନେଟ୍ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଗତ ହେବ । ଏହାଛଡା ଖଣି ନିଗମ ଆଇନ ଓ ଓଡିଶାସିଭିଲ ସର୍ଭିସ ରୁଲର ସଂଶୋଧନ ହୋଇପାରେ ।

Get real time updates directly on you device, subscribe now.