ଭୁବନେଶ୍ୱର,୧ ।୧୦(ଓଡିଶା ଭାସ୍କର): ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ । ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି । ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ ବରିଷ୍ଠ ନାଗରିକମାନେ ଅସୁରକ୍ଷିତ ଅଛନ୍ତି । ଏନେଇ ବରିଷ୍ଠ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହ୍ୱାନ ଦେଇଛନ୍ତି ।
Older people are disproportionately vulnerable to #COVID19 infection due to decreased immunity. On #InternationalDayofOlderPersons, let us pledge to ensure that they stay socially connected and get all the love, care and empathy during this long drawn fight against the pandemic. pic.twitter.com/QsAJxUs5BH
— Naveen Patnaik (@Naveen_Odisha) October 1, 2020