fbpx

ବରିଷ୍ଠ ନାଗରିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର,୧ ।୧୦(ଓଡିଶା ଭାସ୍କର): ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ । ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି । ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ ବରିଷ୍ଠ ନାଗରିକମାନେ ଅସୁରକ୍ଷିତ ଅଛନ୍ତି । ଏନେଇ ବରିଷ୍ଠ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହ୍ୱାନ ଦେଇଛନ୍ତି ।

Get real time updates directly on you device, subscribe now.