ନାବାଳିକାକୁ ଗଣଦୁଷ୍କର୍ମ; 3 ଗିରଫ, ମାସକ ଭିତରେ ଭିନ୍ନ ଭିନ୍ନ ସ୍ଥାନରେ ଦୁଷ୍କର୍ମ କରିଥିବା ଅଭିଯୋଗ
ପୁଣି ଲଜ୍ଜା । ମୟୂରଭଞ୍ଜ ଖୁଣ୍ଟା ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।
ଉଦଳା: ପୁଣି ଲଜ୍ଜା । ମୟୂରଭଞ୍ଜ ଖୁଣ୍ଟା ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗରେ 3 ଜଣଙ୍କୁ ଗିରଫ କରିଛି ପୋଲିସ ।
ଅଭିଯୁକ୍ତଙ୍କ ମଧ୍ଯରେ ଜଣେ ନାବାଳକ ଓ 2 ଯୁବକ ଥିବା ଜଣାପଡ଼ିଛି । । ମାସକ ଭିତରେ 3 ଜଣ ଭିନ୍ନ ଭିନ୍ନ ସ୍ଥାନରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛ ।
ତେବେ ପୀଡିତା ଅସୁସ୍ଥ ହେବାରୁ ତାଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇଛି ।