fbpx

ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା । ୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଟିକେଟରେ ସେ ବିଧାୟକ ହୋଇଥିଲେ । ବିଜେପି ଜିଲ୍ଲା ସଭାପତି ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମଧ୍ୟ ହୋଇଥିଲେ ।

Get real time updates directly on you device, subscribe now.