fbpx

ବିଧାୟକ ସୌମ୍ୟ ରଞ୍ଜନଙ୍କୁ କରୋନା

ଭୁବନେଶ୍ୱର, ୧୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେଥିରୁ ଫିଲ୍ମ ଷ୍ଟାର ଠାରୁ ଆରମ୍ଭ କରି ନେତା ମନ୍ତ୍ରୀ କେହି ବି ବାଦ ପଡ଼ୁ ନାହାନ୍ତି । ଏହାରି ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ସୂଚନା ଦେଇଛନ୍ତି । ଏହାସହ ସେ କହିଛନ୍ତି ଯେ ସେ ସୁସ୍ଥ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ଅନୁରୋଧ ମଧ୍ୟ ସେ କରିଛନ୍ତି ।

Get real time updates directly on you device, subscribe now.