fbpx
BSKY
BJD YOUTH SKY
BJD MS SKY

ଆଜିଠାରୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର, ୧୦ା୩ (ଓଡିଶା ଭାସ୍କର): ଆଜିଠାରୁ ରାଜ୍ୟର ସମସ୍ତ ବିଧାୟକଙ୍କ କୋଭିଡ୍ ଟେଷ୍ଟ କରାଯିବ । ଦୁଇଦିନ ଧରି ବିଧାୟକଙ୍କ ଆଣ୍ଟିଜେନ ଟେଷ୍ଟ କରାଯିବ । ସକାଳ ୮ଟା ୩୦ ମିନିଟରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନମୂନା ସଂଗ୍ରହ କରାଯିବ । ସୁରକ୍ଷା କର୍ମଚାରୀ, ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ପରୀକ୍ଷା କରାଯିବ । ରିପୋର୍ଟ ନେଗେଟିଭ୍ ଆସିଲେ ପ୍ରବେଶ ପାଇଁ ଅନୁମତି ମିଳିବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ ଯେ, ଶୁକ୍ରବାରଠାରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେଉଥିବାରୁ ଗୃହରେ ପ୍ରବେଶ ନେଇ କୋଭିଡ୍ କଟକଣାକୁ କଡ଼ାକଡ଼ି କରାଯାଇଛି ।

Get real time updates directly on you device, subscribe now.