fbpx
BJD SKY
BJD SKY

Big Breaking; ନାଳରେ ଖସିପଡ଼ିଲା ‘ମୋ ବସ୍’: ଦୁର୍ଘଟଣାରେ ୨୦ ଯାତ୍ରୀ ଆହତ

BJD

ଖୋର୍ଦ୍ଧା: ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଦୁର୍ଘଟଣାର ଶିକାର ହୋଇଛି ମୋ-ବସ୍ । ଭାରସାମ୍ୟ ହରାଇ ମୋ-ବସ୍ ରାସ୍ତାକଡ଼ ଏକ ନାଳକୁ ଖସି ଯାଇଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱରରୁ ଖୋର୍ଦ୍ଧା ଯିବା ରାସ୍ତାରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.