fbpx

‘ମୋ ସରକାର’ରେ ଯୋଗାଣ ବିଭାଗ ସାମିଲ

ଭୁବନେଶ୍ୱର,୧୧ ।୨(ଓଡିଶା ଭାସ୍କର): ରାଜ୍ୟ ସରକାରଙ୍କ ‘ମୋ ସରକାର’ରେ ଆଜି ସାମିଲ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସାମଲ ହୋଇଛି ଏହି ବିଭାଗ । କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଉନ୍ନୟନ କମିସନ ଓ ବିଭାଗୀୟ ସଚିବ ଉପସ୍ଥିତ ରହିଛନ୍ତି ।

Get real time updates directly on you device, subscribe now.