fbpx

ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ

Advertisement

ଭୁବନେଶ୍ବର: (ଓଡ଼ିଶା ଭାସ୍କର) ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ମୋହନ ମାଝୀ ବରପୁତ୍ରଙ୍କୁ ମାଲ୍ୟାର୍ପଣ କାର୍ଯ୍ୟକ୍ରମ କରିଥିଲେ । ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ । ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା । ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି ବୋଲି କହିଲେ ମୋହନ। ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି ମୋହନ । ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଲେ ।

ସର୍ବ ପ୍ରଥମେ ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କରିଲେ ମୋହନ ମାଝୀ । ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଲେ ମୋହନ ମାଝୀ । କହିଲେ- ‘ଶପଥ ପାଠ ପରେ ଶହେ ଦିନର କାର୍ଯ୍ୟକ୍ରମ ବାବଦରେ ଅବଗତ କରାଇବୁ’ । ‘ସାଢ଼େ ୪ କୋଟି ଓଡ଼ିଆଙ୍କ ବିକାଶ ପାଇଁ କାମ ଆରମ୍ଭ ହେବ, ପ୍ରଥମେ ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ । ତାଙ୍କ ସହ ଉପସ୍ଥିତ ଥିଲେ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା । ସେମାନେ ମଧ୍ୟ ମାଲ୍ୟାର୍ପଣ କରିଛନ୍ତି ।

 

Get real time updates directly on you device, subscribe now.