fbpx

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯ ।୯(ଓଡିଶା ଭାସ୍କର): ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି ଅଧିବେଶନ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରୁ ଭିସିରେ ୬ ବିଧାୟକ ଉପସ୍ଥିତ ରହିଛନ୍ତି । ଦିଗଂଗତ ନେତାଙ୍କୁ ଉଦ୍ଦ୍ୟେଶରେ ଭିସି ଜରିଆରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 

Get real time updates directly on you device, subscribe now.