fbpx

ରାଜ୍ୟରେ ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ

Advertisement

ଭୁବନେଶ୍ୱର, ୯ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୧୩୩କୁ ବୃଦ୍ଧି ପାଇଛି । ୧୪୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୨୪, ଗଞ୍ଜାମରୁ ୨୨, ନୂଆପଡ଼ାରୁ ୨୧, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୧, ଜଗତସିଂହପୁରରୁ ୧୧, ସୁନ୍ଦରଗଡ଼ରୁ ୮, ଢ଼େଙ୍କାନାଳରୁ ୫, ବଲାଙ୍ଗୀରରୁ ୭, ଭଦ୍ରକରୁ ୭, ବରଗଡ଼ରୁ ୩, କେନ୍ଦ୍ରାପଡ଼ାରୁ ୩, ସମ୍ବଲପୁରରୁ ୩, ବାଲେଶ୍ୱରରୁ ୨, ପୁରୀରୁ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.