fbpx

ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

Advertisement

ଭୁବନେଶ୍ୱର, ୧୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୨୮୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୪୯ଙ୍କ ମଧ୍ୟରୁ ଗଞ୍ଜାମରୁ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱରରୁ ୭, ଯାଜପୁରରୁ ୭, ନୟାଗଡ଼ରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡ଼ାରୁ ୫, ପୁରୀରୁ ୫, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨, ବୈାଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.