fbpx
BJD
BJD SKY
BJD SKY

ଖୁସି ଖବର: ରାଜ୍ୟରେ ଆଉ ୬୮୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ  ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.