fbpx

ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

କଟକ, ୫ା୧୨ (ଓଡିଶା ଭାସ୍କର): ଗତକାଲି ବିଳମ୍ବିତ ରାତିରେ କଟକର ଜଗତପୁରର ଏକ ସୁନା ଦୋକାନରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଲୁଟେରାମାନେ ସୁନା ଦୋକାନର ପଛପଟ କାନ୍ଥତାଡ଼ି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଥିବା ଜଣାପଡ଼ିଛି । ତେବେ ଖବର ପାଇ ଜଗତପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.