fbpx

Breaking: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ସମସ୍ତ ସରକାରୀ ବିଦ୍ୟାଳୟରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସରକାରୀ ସହ ସମସ୍ତ ଘରୋଇ ସ୍କୁଲ ସକାଳୁଆ ହୋଇଛି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ବିଦ୍ୟାଳୟରେ ଚାଲିବ ପାଠପଢା । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ ପାଠପଢା ଆରମ୍ଭ ହୋଇଛି । ପାଣି ସହିତ ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଗ୍ରୀଷ୍ମର ତାତିକୁ ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.