fbpx

‘ମୋ ସ୍କୁଲ’ ନାଁ ବଦଳି ହେଲା ‘ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ’; ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂ ହାତ ଖର୍ଚ୍ଚ’

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ବଦଳିଲା ‘ମୋ ସ୍କୁଲ’ ନାଁ । ‘ମୋ ସ୍କୁଲ’ ନାଁ ବଦଳି ହେଲା ‘ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ’ । ‘ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ’ ଯୋଜନା ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ।

ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂ ହାତ ଖର୍ଚ୍ଚ’ । ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ST ପିଲାଙ୍କୁ ମିଳିବ ଟଙ୍କା । ଏହି ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା ।

Get real time updates directly on you device, subscribe now.