fbpx

ବଦଳିବ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ

Advertisement

ଭୁବନେଶ୍ୱର,୨୧ ।୧୨(ଓଡିଶା ଭାସ୍କର): ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦିଆଯାଇଛି । ବିଜେଡି ରାଜ୍ୟ ପରିଷଦ ବୈଠକରେ ମୟୂରଭଞ୍ଜ ଜିଲ୍ଲାରୁ ଏହି ପ୍ରସ୍ତାବ ଦିଆଯାଇଥିବା ସୂଚନା ମିଳିଛି । ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ନାମିତ କରିବାକୁ ପ୍ରସ୍ତାବ ଦିଆଯାଇଛି । ବୈଠକରେ ଏହି ପ୍ରସ୍ତାବକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.