fbpx

କରୋନା ନେଇ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟ୍

ନୂଆଦିଲ୍ଲୀ, ୨୪ା୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ସମସ୍ତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି କରୋନା । ଏହାରି ମଧ୍ୟରେ କରୋନା ନେଇ ପୁଣି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଟ୍ୱିଟ୍ ଯୋଗେ ପ୍ରଧାନମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ପୁଣିଥରେ ବଡ଼ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।

Get real time updates directly on you device, subscribe now.