fbpx
BSKY
BJD MC SKY
BJD YOUTH SKY

ଜାତୀୟ ଚିଲିକା ପକ୍ଷୀ ଉତ୍ସବ ଉଦଘାଟିତ

ଚିଲିକା,୮ ।୧(ଓଡିଶା ଭାସ୍କର): ଜାତୀୟ ଚିଲିକା ପକ୍ଷୀ ଉତ୍ସବକୁ ଉଦଘାଟିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍ସବର କ୍ରମବର୍ଦ୍ଧିଷ୍ଣୁ ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଓ ସଂରକ୍ଷଣ ସଚେତନତା ଉତ୍ସବର ଲକ୍ଷ୍ୟ ରଖାଯାଇଛି ।

Get real time updates directly on you device, subscribe now.