fbpx

ନବୀନ ନିବାସରେ ପହଞ୍ଚିଲେ ମମତା ବାନାର୍ଜୀ: ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହ ଚାଲିଛି ଆଲୋଚନା

ଭୁବନେଶ୍ୱର: ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏହି ଗସ୍ତ ମଧ୍ୟରେ ବର୍ତ୍ତମାନ ସେ ନବୀନ ନିବାସରେ ପହଞ୍ଚି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଭେଟିଛନ୍ତି । ନବୀନ ନିବାସରେ ଉଭୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଥିବା ବେଳେ ପାଖରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଛନ୍ତି । ଦୁଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି ନବୀନ ପଟ୍ଟନାୟକ ଏବଂ ମମତା ବାନାର୍ଜୀ ।

Get real time updates directly on you device, subscribe now.