fbpx

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ନବୀନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଆଜି ଫୋନ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NEET ଓ JEE ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ସହ ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଏହା ପୂର୍ବରୁ ପରୀକ୍ଷା ସ୍ଥଗିତ ରଖିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.