fbpx

ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨ା୧(ଓଡ଼ିଶା ଭାସ୍କର): ୩୩ତମ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଉଦଘାଟିତ ହୋଇଛି । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଏହି ମହୋତ୍ସବ ହେବ । ଏହି ଅବସରରେ କଥା, କାର୍ଯ୍ୟ, ଚିନ୍ତାରେ ହିଂସା ତ୍ୟାଗ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।

Get real time updates directly on you device, subscribe now.