fbpx

ବାରିପଦା ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧(ଓଡ଼ିଶା ଭାସ୍କର): ଆଜି ବାରିପଦା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଡ଼ା ସୁରକ୍ଷା ମଧ୍ୟରେ ସେ ବିମାନ ବନ୍ଦରକୁ ଯାଇଛନ୍ତି । ବାରିପଦାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.