fbpx

ଆଦାନି କିସ୍ ଆବାସିକ ସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା, ୮ା୧(ଓଡ଼ିଶା ଭାସ୍କର): ଆଜି ବାରିପଦା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଡ଼ା ସୁରକ୍ଷା ମଧ୍ୟରେ ସେ ବିମାନ ବନ୍ଦରକୁ ଯାଇ ବାରିପଦା ଗସ୍ତ କରିଛନ୍ତି । ବାରିପଦାରେ ଆଦାନି କିସ୍ ଆବାସିକ ସ୍କୁଲ ଉଦଘାଟିତ ହୋଇଛି । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.