fbpx

ବରଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଏକ କୋଭିଡ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡରେ ଏହି ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଭି କେ ପାଣ୍ଡିଆନ୍ ଏହି ଉଦ୍ଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.