ପିପିଲି ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କରିବେ ବିଜେଡ଼ି ସୁପ୍ରିମୋ

COVID-19 Updates
  • World 144,265,003
    World
    Confirmed: 144,265,003
    Active: 18,467,450
    Recovered: 122,731,340
    Death: 3,066,213
  • USA 32,583,792
    USA
    Confirmed: 32,583,792
    Active: 6,849,612
    Recovered: 25,151,152
    Death: 583,028
  • India 15,924,732
    India
    Confirmed: 15,924,732
    Active: 2,290,689
    Recovered: 13,449,371
    Death: 184,672
  • Brazil 14,050,885
    Brazil
    Confirmed: 14,050,885
    Active: 1,110,666
    Recovered: 12,561,689
    Death: 378,530
  • Russia 4,727,125
    Russia
    Confirmed: 4,727,125
    Active: 267,546
    Recovered: 4,352,873
    Death: 106,706
  • Turkey 4,446,591
    Turkey
    Confirmed: 4,446,591
    Active: 565,274
    Recovered: 3,844,342
    Death: 36,975
  • UK 4,395,703
    UK
    Confirmed: 4,395,703
    Active: 101,642
    Recovered: 4,166,734
    Death: 127,327
  • Italy 3,904,899
    Italy
    Confirmed: 3,904,899
    Active: 475,635
    Recovered: 3,311,267
    Death: 117,997
  • Germany 3,208,672
    Germany
    Confirmed: 3,208,672
    Active: 303,190
    Recovered: 2,824,100
    Death: 81,382
  • Pakistan 772,381
    Pakistan
    Confirmed: 772,381
    Active: 83,162
    Recovered: 672,619
    Death: 16,600
  • China 90,541
    China
    Confirmed: 90,541
    Active: 305
    Recovered: 85,600
    Death: 4,636

ଭୁବନେଶ୍ୱର  ୭ା୪ (ଓଡିଶା ଭାସ୍କର): ପିପିଲି ଉପନିର୍ବାଚନ ପାଇଁ ରାଜ୍ୟର ତିନି ରାଜନୈତିକ ଦଳ ପ୍ରଚାର ଜୋରସୋରରେ ଚଲାଇଛନ୍ତି । ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତି ଦଳର ପ୍ରାର୍ଥୀମାନେ ଷ୍ଟାର ପ୍ରଚାରକଙ୍କ ସାଥିରେ ପ୍ରଚାର ଜାରି ରଖିଛନ୍ତି । ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପଙ୍କ ଲାଗି ଖୋଦ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇବେ । ଏହି ପ୍ରଚାରଟି ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ କରିବେ ବୋଲି ବିଜେଡ଼ି ବିଧାୟକ ଉମା ସାମନ୍ତରାୟ ସୂଚନା ଦେଇଛନ୍ତି । ପ୍ରତି ଜିଲ୍ଲା ପରିଷଦ ଅନୁଯାୟୀ ପ୍ରଚାର ହେବ ଏବଂ କର୍ମୀ ଏକାଠି ହେବା ସ୍ଥାନରେ ଏଲଇଡ଼ି ଲାଗିବ । ଖାଲିପଡ଼ିଥିବା ବିଧାୟକ ଆସନ ପାଇଁ ଆସନ୍ତା ୧୭ ତାରିଖରେ ପିପିଲିରେ ଉପନିର୍ବାଚନ ହେବ ।

Get real time updates directly on you device, subscribe now.

Comments are closed.