fbpx

NEET-PG କାଉନସେଲିଂ ସ୍ଥଗିତ ନିର୍ଦ୍ଦେଶ, କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: NEET-PG କାଉନସେଲିଂ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । OBC ଓ EWC ପାଇଁ ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ କରାଯାଇଛି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ଦେଇଥିଲେ ।

Get real time updates directly on you device, subscribe now.