fbpx

କଟକରୁ ନୂଆ ୯୨ ପଜିଟିଭ୍ ଚିହ୍ନଟ

କଟକ,୧୨ ।୬(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ଏହାରି ମଧ୍ୟରେ ଆଜି ସକାଳେ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ୯୨ ଜଣ ନୂଆ ପଜିଟିଭ୍ କେସ୍ ସାମନାକୁ ଆସିଛି । କଟକ ଜିଲ୍ଲାରୁ ନୁଆ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନ ହୋଇଥିବା ଜଣାପଡିଛି । ଗୋଟିଏ ଦିନରେ କଟକ ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.