-
World 114,379,920
WorldConfirmed: 114,379,920Active: 21,906,048Recovered: 89,936,286Death: 2,537,586 -
USA 29,202,824
USAConfirmed: 29,202,824Active: 9,045,632Recovered: 19,632,523Death: 524,669 -
India 11,096,731
IndiaConfirmed: 11,096,731Active: 164,475Recovered: 10,775,169Death: 157,087 -
Brazil 10,517,232
BrazilConfirmed: 10,517,232Active: 876,529Recovered: 9,386,440Death: 254,263 -
Russia 4,234,720
RussiaConfirmed: 4,234,720Active: 349,571Recovered: 3,799,406Death: 85,743 -
UK 4,170,519
UKConfirmed: 4,170,519Active: 1,201,606Recovered: 2,846,208Death: 122,705 -
Italy 2,907,825
ItalyConfirmed: 2,907,825Active: 411,966Recovered: 2,398,352Death: 97,507 -
Turkey 2,693,164
TurkeyConfirmed: 2,693,164Active: 98,938Recovered: 2,565,723Death: 28,503 -
Germany 2,444,177
GermanyConfirmed: 2,444,177Active: 130,388Recovered: 2,243,200Death: 70,589 -
Pakistan 579,973
PakistanConfirmed: 579,973Active: 21,836Recovered: 545,277Death: 12,860 -
China 89,893
ChinaConfirmed: 89,893Active: 218Recovered: 85,039Death: 4,636
ଭୁବନେଶ୍ୱର, ୨୩ା୨ (ଓଡିଶା ଭାସ୍କର): କରୋନାର ଦ୍ୱିତୀୟ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପରିସ୍ଥିତିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବନି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ କୌଣସି ନିଷ୍ପତ୍ତି ନିଆଯାଇନାହିଁ । ସ୍କୁଲ ଖୋଲିବା ନେଇ ବିଚାରବିମଶର୍ଷ ଚାଲିଛି ।
ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, କିଛି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣାକୁ କଡ଼ାକଡ଼ି କରିଛନ୍ତି ।
କୋଭିଡ-୧୯ ଗାଇଡଲାଇନ୍ ପାଳନ କରିବା ନେଇ ଗତକାଲି ଅତିରିକ୍ତ ଶାସନ ସଚିବ ସମସ୍ତ ଡିଇଓମାନଙ୍କୁ ଚିଠି ଲେଖିଥିଲେ ।
କୋଭିଡ-୧୯ ଗାଇଡଲାଇନ ମାନିବା ପାଇଁ ସମସ୍ତ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।
ସ୍କୁଲରେ ପାଠପଢ଼ା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ନିଷେଧ କରାଯାଇଛି ।
ଏସଆରସି ଜାରି କରିଥିବା ସମସ୍ତ ଗାଇଡଲାଇନକୁ ପାଳନ କରିବାକୁ କୁହାଯାଇଛି ।
କଟକଣା ନ ମାନିଳେ ନିୟମ ଅନୁଯାୟୀ ଦଣ୍ଡବିଧାନ କରାଯିବା ସହ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱକୁ ବାଧ୍ୟତାମୂଳକ କରାଯାଇଛି ।
ଏଥିସହ ଥର୍ମାଲ ସ୍କ୍ରିନିଂ, ହାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି ।