-
World 144,250,948
WorldConfirmed: 144,250,948Active: 18,473,834Recovered: 122,711,128Death: 3,065,986 -
USA 32,568,180
USAConfirmed: 32,568,180Active: 6,856,872Recovered: 25,128,415Death: 582,893 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
ନୁଆଦିଲ୍ଲୀ, ୮|୪ (ଓଡିଶା ଭାସ୍କର) : ସାରା ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ସେହିପରି ଦେଶରେ ମଧ୍ୟ କରୋନା ଆତଙ୍କ ଖେଳାଇଛି । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୨୬ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହା ମଧ୍ୟରେ ନ୍ୟୁଜିଲାଣ୍ଡରେ ଭାରତରୁ ଆସୁଥିବା ଯାତ୍ରୀଙ୍କ ପ୍ରବେଶ ଉପରେ ରୋକ ଲଗାଇଛନ୍ତି । ଏନେଇ ଗୁରୁବାର ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡର୍ନ ଏହି ଅସ୍ଥାୟୀ ରୋକକୁ ନେଇ ଘୋଷଣା କରିଛନ୍ତି । ସେ ଏ ସଂକ୍ରାନ୍ତରେ ସୁଚନା ଦେଇ କହିଛନ୍ତି ଯେ, ୧୧ ଏପ୍ରିଲ୍ ରୁ ୨୮ ଯାଏଁ ସମସ୍ତ ଯାତ୍ରୀଙ୍କ ପ୍ରବେଶକୁ ସସପେଣ୍ଡ କରାଯାଇଛି । ନ୍ୟୁଜିଲାଣ୍ଡ ସରକାରଙ୍କ ଏହି ନିଷ୍ପତ୍ତି ସେତେବେଳେ ସାମ୍ନାକୁ ଆସିଛି ଯେତେବେଳେ ଭାରତରେ ଗତ ୨ ଦିନ ହେଲା ପଜିଟିଭ୍ ମାମଲା ୧ ଲକ୍ଷ ଉପରେ ରହିଛି ।
ସୁଚନାଯୋଗ୍ୟ, ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟିରୁ ଅଧିକ ହୋଇଗଲାଣି । ପ୍ରଥମ ବର୍ଷ ତୁଳନାରେ ଦ୍ୱିତୀୟ ବର୍ଷ କରୋନା ଖୁବ୍ ଦ୍ରୁତ ଗତିରେ ବିସ୍ତାର ହେବାରେ ଲାଗିଛି । ଖାସ୍ କରି ମହାରାଷ୍ଟ୍ର, ଗୁଜୁରାଟ, ଛତିଶଗଡ, ପଞ୍ଜାବ ଆଦି ରାଜ୍ୟ ମାନଙ୍କରେ ପରିସ୍ଥିତି ଅଣାୟତ ଅବସ୍ଥାକୁ ଚାଲିଗଲାଣି । ତେଣୁ ଏହି ରାଜ୍ୟ ମାନଙ୍କରେ ନାଇଟ୍ କର୍ଫ୍ୟୁ ଲାଗୁ କରାଯାଇଛି । ଏଥିସହ ଟିକାକରଣକୁ ମଧ୍ୟ ତ୍ୱରାନ୍ୱିତ କରାଯାଉଛି ।