fbpx

ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୭ ।୧୦(ଓଡିଶା ଭାସ୍କର): ଇମ୍ପାକ୍ଟ ପକ୍ଷରୁ ୪୧ତମ ଶାରଳା ପୁରସ୍କାର ଘୋଷଣା ହୋଇଛି । ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ପାଇବେ ଶାରଳା ପୁରସ୍କାର । କବିତା ସଙ୍କଳନ ‘ସେତେବେଳେକୁ ନଥିବ’ ପାଇଁ ତାଙ୍କୁ ପୁରସ୍କୃତ କରାଯିବ । ପୁରସ୍କାର ସ୍ୱରୂପ ତାଙ୍କୁ ନଗଦ ୫ ଲକ୍ଷ ଟଙ୍କା ଓ ମାନପତ୍ର ଦିଆଯିବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.