fbpx

ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ଆର୍ମି ହସ୍ପିଟାଲରୁ ସୂଚନା

ନୂଆଦିଲ୍ଲୀ,୧୬ ।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ ହେବ ପରେ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ନାହିଁ । ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏବେ ବି ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ତାଙ୍କୁ ଅନେକ ପୁରୁଣା ରୋଗ ହୋଇଥିବା ବେଳେ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ସ୍ୱତନ୍ତ୍ର ବିଶେଷଜ୍ଞ ଟିମ୍ ନଜର ରଖିଛି । ଏନେଇ ଦିଲ୍ଲୀ ଆର୍ମି ହସ୍ପିଟାଲରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.