fbpx

୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର

Advertisement

ଭୁବନେଶ୍ୱର, ୧୫ା୪(ଓଡ଼ିଶା ଭାସ୍କର): ରାଜ୍ୟର ୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର ନିଯୁକ୍ତି ପାଇଛନ୍ତି । କୃଷି ବିଭାଗ ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ନିଯୁକ୍ତ ହୋଇଥିବା ନୋଡ଼ାଲ ଅଫିସର ତଦାରଖ କରିବେ । ସମସ୍ୟା ସମାଧାନ ସହ ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ । ଏହାସହ କୃଷି ସରଞ୍ଜାମ ମରାମତି ଦୋକାନ ଖୋଲା ରହିବ । ସାର ଓ ପରିବହନ ଦୋକାନ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୃଷି ବିଭାଗ ପକ୍ଷରୁ ସମୀକ୍ଷା କରିବା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.