fbpx

+୨ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ ପାଇଁ ବାହାରିଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): +୨ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୨ରୁ ୨୫ ପର୍ଯ୍ୟନ୍ତ ଆଡମିଶନ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଅକ୍ଟୋବର ୩୦ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ । ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ପାଇନାହାନ୍ତି, ସେମାନେ ଏଥିରେ ଆବେଦନ କରିପାରିବେ ।

Get real time updates directly on you device, subscribe now.