fbpx

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

Advertisement

ଭୁବନେଶ୍ୱର: ପୁରୀ ଜିଲ୍ଲା ସତ୍ୟବାଦୀ ଠାରେ ପ୍ରତିଷ୍ଠା ହୋଇଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୩ଟି ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୮ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ସେହିଭଳି ଅଗଷ୍ଟ ୧୩ ତାରିଖରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ଏବଂ ଅଗଷ୍ଟ ୨୩ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ । ୨୮ରୁ ନାମଲେଖା ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଛାତ୍ରଛାତ୍ରୀମାନେ ନାମଲେଖା ସଂପର୍କିତ ତଥ୍ୟ www.samsodisha. gov.in ମାଧ୍ୟମରେ ପାଇପାରିବେ ।

Get real time updates directly on you device, subscribe now.