fbpx

Big Breaking; ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ସଜବାଜ ହେବେ ଆଶାୟୀ ପ୍ରାର୍ଥି

ନୂଆଦିଲ୍ଲୀ: ଆଗକୁ ଆସୁଛି ଲୋକସଭା ନିର୍ବାଚନ-୨୦୨୪ । ଏଥିପାଇଁ ସାରା ଦେଶରେ ରାଜନୈତିକ ମାହୋଲ ସରଗରମ ହୋଇଛି । ଏହାଭିତରେ ଚଳିତବର୍ଷର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ପ୍ରଥମ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଲୋକସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଭାରତୀୟ ନିର୍ବାଚନ କମିଶନ୍ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ ୧୦୨ ଆସନ ପାଇଁ ନାମାଙ୍କନ ଦାଖଲ କରାଯିବ । ଏହାପରେ ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥିଙ୍କୁ ଟିକେଟ ପ୍ରଦାନ କରାଯିବ ।

Get real time updates directly on you device, subscribe now.