fbpx

OAS ଅନିଷା ଦାସ ନିଲମ୍ବିତ

ଭୁବନେଶ୍ୱର,୨୬ ।୭(ଓଡିଶା ଭାସ୍କର): ଓଏଏସ ଅଧିକାରୀ ଅନିଷା ଦାସଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ ତାଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.