fbpx

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ମହମ୍ମହ ରଫିକ

ଭୁବନେଶ୍ୱର:୨୭ ।୨(ଓଡିଶା ଭାସ୍କର): ଓଡିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ମହମ୍ମହ ରଫିକ । ରାଜ୍ୟପାଳ ଗଣେଶୀଲାଲ୍ ଆଜି ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ଜଷ୍ଟିସ ରଫିକ ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାପତି ଥିଲେ । ତାଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଥିଲା ।

Get real time updates directly on you device, subscribe now.