fbpx

ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ହାସଲ କଲା ଓଡ଼ିଶା, ୩ କୋଟିରୁ ଅଧିକ ଲୋକ ନେଲେ ଟିକାର ପ୍ରଥମ ଡୋଜ୍

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌): ଟିକାକରଣ ଅଭିଯାନରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି । ରାଜ୍ୟରେ ଏଯାଏଁ ୩ କୋଟିରୁ ଅଧିକ ଲୋକ ଟିକାର ପ୍ରଥମ ଡୋଜ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ଶୀଘ୍ର ଟିକାକରଣ ନିଶ୍ଚିତ କରିବାରେ ଆମର ସମସ୍ତ ସ୍ୱାସ୍ଥ୍ୟସେବା ବୃତ୍ତିଗତଙ୍କ ନିରନ୍ତର ପ୍ରୟାସ ଏବଂ ଉତ୍ସର୍ଗୀକୃତତାକୁ ପ୍ରଶଂସା ଜରୁରି ।

 

 

Get real time updates directly on you device, subscribe now.