CHARIDHAM

ଆସନ୍ତାକାଲିଠାରୁ ମୌସୁମୀ ଅଧିବେଶନ, ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ । ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୋଲିସ ଡିଜି ।

ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ପୂର୍ବ ଅଧିବେଶନବେଳେ ବିରୋଧୀଙ୍କ ହଟଗୋଳକୁ ନଜରରେ ରଖି ବିଧାନସଭା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି ।