fbpx

କାଲି ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର,୨୬ ।୧୧(ଓଡିଶା ଭାସ୍କର): ଆସନ୍ତାକାଲି ଯାଏଁ ବିଧାନସଭା ମୁଲତବୀ । ଆଜି ଗୃହରେ ବାଚସ୍ପତି କହିବାକୁ ସୁଯୋଗ ନଦେବାରୁ ହୋହଲ୍ଲା କରିଥିଲେ ବିଜେପି ସଦସ୍ୟ । ହଟ୍ଟଗୋଳ ଯୋଗୁଁ ଗୃହକୁ କାଲି ଦିନ ୧୨ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Get real time updates directly on you device, subscribe now.