fbpx

ସାଢେ ୧୧ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୧୫ ।୨(ଓଡିଶା ଭାସ୍କର): ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିଦୀୟ ଦିନରେ ବାଚସ୍ପତିଙ୍କ ରୁଲିଂକୁ ନେଇ ଗୃହରେ ବିରୋଧୀଙ୍କ ହୋହଲ୍ଲା । ଆରମ୍ଭରୁ ହଙ୍ଗାମା ଯୋଗୁଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଦିନ ସାଢେ ୧୧ଟା ଯାଏଁ ଗୃହକାର୍ଯ୍ୟ ମୁଲତବୀ ରଖିଲେ ବାଚସ୍ପତି । ଗୋଟିଏ ମିନିଟ୍ ବି ଚାଲିପାରିଲାନି ବିଧାନସଭା । ବାଚସ୍ପତିଙ୍କ ରୁଲିଂ ପ୍ରତ୍ୟାହାର ଦାବିରେ ଗୃହରେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ ।

Get real time updates directly on you device, subscribe now.