BREAKING: ରାଜ୍ୟ କ୍ୟାବିନେଟ୍ ବୈଠକ, ୮ଟି ପ୍ରସ୍ତାବରେ ବାଜିପାରେ ମୋହର

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୨ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ।

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୨ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ।

ଆଜି ବସିବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବ ଉପରେ ମୋହର ବାଜିପାରେ।

ସେହିପରି ମନ୍ତ୍ରୀ ପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।

ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଏବଂ ବିକଶିତ ଓଡ଼ିଶା ଦୃଷ୍ଟିକୋଣ ଉପରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପିତ ହେବ ବୋଲି ସୂଚନା ମିଳିଛି।