fbpx

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା, ରାଜ୍ୟବାସୀଙ୍କୁ ରକ୍ଷାବନ୍ଧନର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ରକ୍ଷାବନ୍ଧନ ଅବସରରେ ଓଡ଼ିଶା ବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ଏହି ପର୍ବ ପାଳନ ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ଏଥିସହ ରକ୍ଷାବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

 

Get real time updates directly on you device, subscribe now.