fbpx

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ୬୯

Advertisement

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ଲଗାତାର ୬୦ ଅତିକ୍ରମ କରୁଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁରରୁ ୧୩ ଲେଖାଏଁ, ଢେଙ୍କାନାଳରୁ ୧୧, ଅନୁଗୁଳ ଓ କେନ୍ଦ୍ରାପଡାରୁ ୮ ଲେଖାଏଁ, ଯାଜପୁରରୁ ୫, ବାଲେଶ୍ୱର , ଭଦ୍ରକ,ଢ଼ୋର୍ଦ୍ଧାରୁ ୩ ଲେଖାଏଁ, ନବରଙ୍ଗପୁର, ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ । ମୋଟ ମୃତ୍ୟୁ ସଂଖ୍ୟା ୭ ହଜାର ୩୫୮ରେ ପହଞ୍ଚିଛି।

 

Get real time updates directly on you device, subscribe now.