fbpx

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଲେ ସାବିତ୍ରୀ ରଥ

Advertisement

ଭୁବନେଶ୍ୱର, ୯ା୬(ଓଡ଼ିଶା ଭାସ୍କର): ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ସାବିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ସେ ଜୁନ ୧୧ରେ ବିଚାରପତି ଭାବେ ଶପଥ ନେଇ ପାରନ୍ତି । ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା । କଲେଜିୟମ ପକ୍ଷରୁ ଜଷ୍ଟିସ ସାବିତ୍ରୀଙ୍କ ନାମ ସୁପାରିଶ ହୋଇଥିଲା ।

Get real time updates directly on you device, subscribe now.