fbpx

ଓଡ଼ିଶା ହାଇକୋର୍ଟକୁ ବଦଳି ହେଲେ ଜଷ୍ଟିସ ମହମ୍ମଦ୍ ରଫିକ୍

ନୂଆଦିଲ୍ଲୀ, ୨୩ା୪: ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ୍ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଭାବେ ବଦଳି କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ୍ ଜଷ୍ଟିସ୍ ରଫିକ୍‌ଙ୍କ ବଦଳି ସମ୍ପର୍କିତ ନିର୍ଦ୍ଦେଶ ଜାରି କରିଥିବା କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.