ଭୁବନେଶ୍ୱର, ୨୯ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୦୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of five Covid positive patients while under treatment in hospitals.
1. A 46-year old male of Balasore district who was also suffering from Diabetes and Hypertension.
2. A 55-year old female of Puri district.
— H & FW Dept Odisha (@HFWOdisha) July 29, 2020
5. A 62-year old female of Malkangiri district who was also suffering from Hypertension.
— H & FW Dept Odisha (@HFWOdisha) July 29, 2020