fbpx
BJD SKY
BJD SKY

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ; ସୂଚନା ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର

BJD

ଓଡିଶା ଭାସ୍କର; ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତ୍ରିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏନେଇ ବର୍ତ୍ତମାନ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଅନ୍ୟପଟେ ପାରଦ ତଳ ମୁହାଁ ହେବ ବୋଲି ଆଶଙ୍କା କରାଯାଉଛି । ତେବେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି ।

Get real time updates directly on you device, subscribe now.